ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ନଭେମ୍ବର ପୃଷ୍ଠା ୪
  • ୧୪-୨୦ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୪-୨୦ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ନଭେମ୍ବର ପୃଷ୍ଠା ୪

୧୪-୨୦ ନଭେମ୍ବର

୨ ରାଜାବଳୀ ୭-୮

  • ଗୀତ ୧୪୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ଅସମ୍ଭବକୁ ସମ୍ଭବ କଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୮:୧୯—ଯେବେ ଯିହୋବା ପ୍ରତିଜ୍ଞା କଲେ ଯେ ଦାଉଦ ଓ ତାଙ୍କ ପୁଅମାନଙ୍କ “ପ୍ରଦୀପ” ସବୁବେଳେ ଜଳୁଥିବ, ତେବେ ତାଙ୍କ କହିବାର ଅର୍ଥ କʼଣ ଥିଲା ? (ଇନସାଇଟ୍‌-୨ ପୃ ୧୯୫ ¶୭)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୭:୧-୧୧ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ପିଲାମାନଙ୍କୁ ଶିଖାଇବା—ଯାକୁ ୧:୧୯ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍‌ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେପରି ଆପଣ ସେହି ବ୍ୟକ୍ତିଙ୍କ ସହ ଅନେକ ଥର କଥା ହୋଇସାରିଛନ୍ତି ଓ ସେ ଆହୁରି ଜାଣିବାକୁ ଚାହାନ୍ତି । ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୪

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ବହି ପାଠ ୨୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ