ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ନଭେମ୍ବର ପୃଷ୍ଠା ୮
  • ୫-୧୧ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୫-୧୧ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ନଭେମ୍ବର ପୃଷ୍ଠା ୮

୫-୧୧ ଡିସେମ୍ବର

୨ ରାଜାବଳୀ ୧୩-୧୫

  • ଗୀତ ୧୨୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମନପ୍ରାଣ ଦେଇ ସେବା କଲେ ଅନେକ ଆଶିଷ ମିଳେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୧୩:୨୦, ୨୧—କʼଣ ଏ ଚମତ୍କାର ଦେଖାଏ ଯେ ମୃତ ଲୋକମାନଙ୍କର ଅବଶେଷଗୁଡ଼ିକୁ କିମ୍ବା ଏପରି ଅନ୍ୟ ଜିନିଷଗୁଡ଼ିକୁ ଓ ଜାଗା ପାଇଁ ଶ୍ରଦ୍ଧା ରଖିବା ଠିକ୍‌ ଅଟେ ? (ପ୍ର୦୫-ହି ୮/୧ ପୃ ୧୧ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୧୩:୨୦–୧୪:୭ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୫ ମି.) ଜଣେ ଏପରି ବ୍ୟକ୍ତିଙ୍କ ସହ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ପାଠ ୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ, ଯାହା ସହିତ ଆପଣ ଅନେକ ଥର କଥା ହୋଇସାରିଛନ୍ତି ଆଉ ଯିଏ ଆହୁରି ଜାଣିବାକୁ ଚାହାନ୍ତି । (ଶିଖାଇବା ଅଧ୍ୟୟନ ୨୦)

  • ଭାଷଣ: (୫ ମି.) ରାଜ୍ୟ ସେବା (ହିନ୍ଦୀ) ୮/୦୩ ପୃ ୧—ବିଷୟବସ୍ତୁ: କାମ ଯେଉଁଥିରୁ ସତେଜତା ମିଳେ । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୦

  • “ଯିହୋବା ଆମ କଠିନ ପରିଶ୍ରମକୁ କେବେ ଭୁଲନ୍ତି ନାହିଁ”: (୧୦ ମି.) ଆଲୋଚନା; ଯିହୋବା କେବେ ଭୁଲନ୍ତି ନାହିଁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୫୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ