ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ନଭେମ୍ବର ପୃଷ୍ଠା ୧୦
  • ୧୨-୧୮ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୨-୧୮ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ନଭେମ୍ବର ପୃଷ୍ଠା ୧୦

୧୨-୧୮ ଡିସେମ୍ବର

୨ ରାଜାବଳୀ ୧୬-୧୭

  • ଗୀତ ୧୧୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ଧୈର୍ଯ୍ୟର ଗୋଟିଏ ସୀମା ଅଛି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୧୭:୨୯—ଏହି ପଦରେ କୁହାଯାଇଥିବା “ଶମରୀୟ ଲୋକମାନେ” କିଏ ଥିଲେ ? ପରେ କେଉଁମାନଙ୍କୁ ‘ଶମରୀୟ ଲୋକ’ କୁହାଗଲା ? (ଇନସାଇଟ୍‌-୨ ପୃ ୮୪୭)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୧୭:୧୮-୨୮ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍‌ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେପରି ଆପଣ ସେହି ବ୍ୟକ୍ତିଙ୍କ ସହ ଅନେକ ଥର କଥା ହୋଇସାରିଛନ୍ତି ଓ ସେ ଆହୁରି ଜାଣିବାକୁ ଚାହାନ୍ତି । ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୨୦)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୮ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩

  • “ଭରସା ରଖନ୍ତୁ ଯେ ଦୁନିଆର ବିନାଶ ସମୟରେ ଆପଣଙ୍କୁ ରକ୍ଷା କରାଯିବ”: (୫ ମି.) ଆଲୋଚନା ।

  • ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ସଂଗଠନକୁ ମିଳିଥିବା ସଫଳତା—ଡିସେମ୍ବର ମାସର ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୭୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ