ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ନଭେମ୍ବର ପୃଷ୍ଠା ୧୪
  • ୨୬ ଡିସେମ୍ବର, ୨୦୨୨–୧ ଜାନୁୟାରୀ, ୨୦୨୩

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୬ ଡିସେମ୍ବର, ୨୦୨୨–୧ ଜାନୁୟାରୀ, ୨୦୨୩
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ନଭେମ୍ବର ପୃଷ୍ଠା ୧୪

୨୬ ଡିସେମ୍ବର, ୨୦୨୨–୧ ଜାନୁୟାରୀ, ୨୦୨୩

୨ ରାଜାବଳୀ ୨୦-୨୧

  • ଗୀତ ୪୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ପ୍ରାର୍ଥନା ଯୋଗୁଁ ଯିହୋବା ପଦକ୍ଷେପ ନେଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୨୧:୧୩—ଯିହୋବାଙ୍କ ଏପରି କହିବାର ଅର୍ଥ କʼଣ ଥିଲା ଯେ ସେ ଯିରୂଶାଲମ ଉପରେ ଓଳମ ବା ସାହୁଲ୍‌ ବ୍ୟବହାର କରିବେ ? (ଇନସାଇଟ୍‌-୨ ପୃ ୨୪୦ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୨୧:୧-୧୫ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେପରି ଆପଣ ସେହି ବ୍ୟକ୍ତିଙ୍କ ସହ ଅନେକ ଥର କଥା ହୋଇସାରିଛନ୍ତି ଓ ସେ ଆହୁରି ଜାଣିବାକୁ ଚାହାନ୍ତି । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍‌ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୮ ପଏଣ୍ଟ ନଂ. ୬ (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୭

  • “ଆମ ପ୍ରାର୍ଥନା ଯିହୋବାଙ୍କ ପାଇଁ ବହୁମୂଲ୍ୟ ଅଟେ”: (୧୫ ମି.) ଆଲୋଚନା; ପ୍ରାର୍ଥନା କରିବା ମୋ ଅଭ୍ୟାସ ହୋଇଗଲା ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୨ ପଏଣ୍ଟ ନଂ. ୫-୬ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୪୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ