ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୨
  • ୨-୮ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨-୮ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୨

୨-୮ ଜାନୁୟାରୀ

୨ ରାଜାବଳୀ ୨୨-୨୩

  • ଗୀତ ୨୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ନମ୍ର ରହିବା କାହିଁକି ଜରୁରୀ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୨୩:୨୪, ୨୫—ଯେଉଁ ଲୋକମାନଙ୍କର ଲାଳନପାଳନ ଖରାପ ପରିବେଶରେ ହୋଇଛି, ସେମାନେ ଯୋଶୀୟଙ୍କଠାରୁ କʼଣ ଶିଖିପାରିବେ ? (ପ୍ର୦୧-ହି ୪/୧୫ ପୃ ୨୬ ¶୩-୪)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୨୩:୧୬-୨୫ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଅନ୍ୟମାନଙ୍କ ସହ ଭଲ ସମ୍ପର୍କ—କଲ ୩:୧୩ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପ୍ରଥମ ସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୦

  • କʼଣ ଆପଣ ନମ୍ର ଅଟନ୍ତି ନା ଅହଂକାରୀ ? (ଯାକୁ ୪:୬): (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ନମ୍ରତା ଓ ଅହଂକାର ମଧ୍ୟରେ କʼଣ ପାର୍ଥକ୍ୟ ଅଛି ? ମୋଶାଙ୍କଠାରୁ ଆମେ କʼଣ ଶିଖିପାରିବା ? ଆପଣ କାହିଁକି ସବୁବେଳେ ନମ୍ର ରହିବା ପାଇଁ ଦୃଢ଼ ସଂକଳ୍ପ କରିଛନ୍ତି ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୩

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ