ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୪
  • ୧୬-୨୨ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୬-୨୨ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୪

୧୬-୨୨ ଜାନୁୟାରୀ

୧ ବଂଶାବଳୀ ୧-୩

  • ଗୀତ ୯୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ବାଇବଲରେ ଥିବା କଥାଗୁଡ଼ିକ କାହାଣୀ ନୁହେଁ, ଏହା ସତ ଘଟଣା”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ବଂଶା ୩:୧-୩—କିଛି ବଂଶାବଳୀରେ ସ୍ତ୍ରୀମାନଙ୍କ ନାମ କାହିଁକି ଲେଖାଯାଇଥିଲା ? (ଇନସାଇଟ୍‌-୧ ପୃ ୯୧୧ ¶୩-୪)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ବଂଶା ୧:୪୩-୫୪ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୮ ପଏଣ୍ଟ ନଂ. ୭ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୮

  • “ଈଶ୍ୱରଙ୍କ ବାକ୍ୟ ଉପରେ ନିଜ ବିଶ୍ୱାସ ବଢ଼ାନ୍ତୁ”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୪

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୮୯ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ