ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୮
  • ୩୦ ଜାନୁୟାରୀ–୫ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩୦ ଜାନୁୟାରୀ–୫ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୮

୩୦ ଜାନୁୟାରୀ–୫ ଫେବୃୟାରୀ

୧ ବଂଶାବଳୀ ୭-୯

  • ଗୀତ ୮୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ସାହାଯ୍ୟରେ ଆପଣ କଠିନରୁ କଠିନ କାମ ମଧ୍ୟ କରିପାରିବେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ବଂଶା ୯:୩୩—ଏହି ପଦରୁ କିପରି ଜଣାପଡ଼େ ଯେ ସତ୍ୟ ଉପାସନାରେ ସଙ୍ଗୀତର ବହୁତ ମହତ୍ତ୍ୱ ରହିଛି ? (ପ୍ର୧୦-ହି ୧୨/୧୫ ପୃ ୨୧ ¶୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ବଂଶା ୭:୧-୧୩ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୬)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୨୦)

  • ଭାଷଣ: (୫ ମି.) ପ୍ର୨୧.୦୬-ହି ପୃ ୨-୪ ¶୩-୮—ବିଷୟବସ୍ତୁ: ବିଦ୍ୟାର୍ଥୀକୁ ଶିଖିଥିବା କଥାଗୁଡ଼ିକୁ ପାଳନ କରିବା ଶିଖାନ୍ତୁ । (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୮

  • “ସମସ୍ୟା ସମୟରେ ଯିହୋବା ଆମକୁ ଧରି ରଖନ୍ତି”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୬

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ