ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୧୦
  • ୬-୧୨ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୬-୧୨ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୧୦

୬-୧୨ ଫେବୃୟାରୀ

୧ ବଂଶାବଳୀ ୧୦-୧୨

  • ଗୀତ ୯୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଈଶ୍ୱରଙ୍କ ଇଚ୍ଛା ପୂରା କରିବା ପାଇଁ ଆଗ୍ରହ ବଢ଼ାନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ବଂଶା ୧୨:୩୩—ସବୂଲୂନ୍‌ ବଂଶର ୫୦,୦୦୦ ଲୋକମାନେ କିପରି ଏକ ଭଲ ଉଦାହରଣ ଥିଲେ ? (ଇନସାଇଟ୍‌-୧ ପୃ ୧୦୫୮ ¶୫-୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ବଂଶା ୧୧:୨୬-୪୭ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାʼପରେ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୬)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୯ ¶୧ ଏବଂ ପଏଣ୍ଟ ନଂ. ୧-୩ (ଶିଖାଇବା ଅଧ୍ୟୟନ ୧୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୭

  • “ଈଶ୍ୱରଙ୍କ ଚିନ୍ତାଧାରା ଜାଣିବା ପାଇଁ ଚେଷ୍ଟା କରନ୍ତୁ”: (୧୦ ମି.) ଆଲୋଚନା ଏବଂ ଭିଡିଓ ।

  • “ସ୍ମାରକର ମାସଗୁଡ଼ିକରେ କିଛି ଲକ୍ଷ୍ୟ ରଖନ୍ତୁ”: (୫ ମି.) ଆଲୋଚନା ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୭ ପଏଣ୍ଟ ନଂ. ୧-୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ