ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୧୨
  • ୧୩-୧୯ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୩-୧୯ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୧୨

୧୩-୧୯ ଫେବୃୟାରୀ

୧ ବଂଶାବଳୀ ୧୩-୧୬

  • ଗୀତ ୧୨୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମାର୍ଗଦର୍ଶନ ମାନିଲେ ସଫଳତା ମିଳେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ବଂଶା ୧୬:୩୧—ଲେବୀୟମାନେ ଗୀତରେ ଏହା କାହିଁକି ଗାଇଲେ ଯେ “ସଦାପ୍ରଭୁ ରାଜ୍ୟ କରନ୍ତି” ଅର୍ଥାତ୍‌ ଯିହୋବା ରାଜା ହୋଇଛନ୍ତି ? (ପ୍ର୧୪-ହି ୧/୧୫ ପୃ ୧୦-୧୧ ¶୧୪)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ବଂଶା ୧୩:୧-୧୪ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୮)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୭)

  • ଭାଷଣ: (୫ ମି.) ପ୍ର୧୬.୦୧-ହି ପୃ ୧୩-୧୪ ¶୭-୧୦—ବିଷୟବସ୍ତୁ: “ଖ୍ରୀଷ୍ଟଙ୍କ ପ୍ରେମ ଆମମାନଙ୍କୁ ବାଧ୍ୟ କରେ ।”—୨ କରି ୫:୧୪. (ଶିଖାଇବା ଅଧ୍ୟୟନ ୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୬

  • ଯିହୋବାଙ୍କ ମିତ୍ର ହୁଅ—ସଭାରେ ଧ୍ୟାନ ଦିଅ: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ଯଦି ସମ୍ଭବ, କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ଆମେ ସଭାରେ କାହିଁକି ଧ୍ୟାନ ଦେଇ ଶୁଣିବା ଉଚିତ୍‌ ? ତାʼପାଇଁ ତମେ କʼଣ କରିପାରିବ ?

  • ମଣ୍ଡଳୀର ଆବଶ୍ୟକତା: (୧୦ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୭ ପଏଣ୍ଟ ନଂ. ୬ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ