ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୧୩
  • ୨୦-୨୬ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୦-୨୬ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୧୩

୨୦-୨୬ ଫେବୃୟାରୀ

୧ ବଂଶାବଳୀ ୧୭-୧୯

  • ଗୀତ ୧୧୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆଶା ପୂରା ନ ହେଲେ ମଧ୍ୟ ଖୁସି ରହନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ବଂଶା ୧୭:୧୬-୧୮—ଦାଉଦଙ୍କ ଭଳି ଆମେ କେଉଁ କଥାର ଭରସା ରଖିପାରିବା ? (ପ୍ର୨୦.୦୨-ହି ପୃ ୧୨, ବକ୍ସ)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ବଂଶା ୧୮:୧-୧୭ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୭)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୦୯ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୬୪

  • ବାର୍ଷିକ ସେବା ରିପୋର୍ଟ: (୧୫ ମି.) ଆଲୋଚନା; ଏହି ରିପୋର୍ଟ ବିଷୟରେ ଶାଖା କାର୍ଯ୍ୟାଳୟରୁ ମିଳିଥିବା ଘୋଷଣା ପଢ଼ନ୍ତୁ । ତାʼପରେ ଉପସ୍ଥିତ ଲୋକମାନଙ୍କୁ ୨୦୨୨ ବିଶ୍ୱବ୍ୟାପୀ ଯିହୋବାଙ୍କ ସାକ୍ଷୀମାନଙ୍କର ସେବା ବର୍ଷର ରିପୋର୍ଟର କିଛି ବିଶେଷ କଥା କହିବା ପାଇଁ କହନ୍ତୁ । ତାʼପରେ, ପୂର୍ବରୁ ବଛାଯାଇଥିବା ଏପରି କିଛି ପ୍ରଚାରକଙ୍କ ସାକ୍ଷାତ୍‌କାର ନିଅନ୍ତୁ, ଯେଉଁମାନଙ୍କୁ ଗତ ବର୍ଷ ପ୍ରଚାର ସେବାରେ ଭଲ ଅନୁଭୂତି ମିଳିଥିଲା ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୮ ପଏଣ୍ଟ ନଂ. ୧-୪

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୪୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ