ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୧୪
  • ୨୭ ଫେବୃୟାରୀ–୫ ମାର୍ଚ୍ଚ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୭ ଫେବୃୟାରୀ–୫ ମାର୍ଚ୍ଚ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୧୪

୨୭ ଫେବୃୟାରୀ–୫ ମାର୍ଚ୍ଚ

୧ ବଂଶାବଳୀ ୨୦–୨୨

  • ଗୀତ ୧୩୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଭଲଭାବେ ସେବା କରିବାରେ ଯୁବାମାନଙ୍କୁ ସାହାଯ୍ୟ କରନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ବଂଶା ୨୧:୧୫—ଏହି ପଦରୁ ଆମକୁ ଯିହୋବାଙ୍କ ବିଷୟରେ କʼଣ ଜଣାପଡ଼େ ? (ପ୍ର୦୫-ହି ୧୦/୧ ପୃ ୧୧ ¶୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ବଂଶା ୨୦:୧-୮ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ ସଭାର  ନିମନ୍ତ୍ରଣ ପତ୍ର ଦିଅନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୧୯)

  • ଭାଷଣ: (୫ ମି.) ପ୍ର୧୬.୦୩-ହି ପୃ ୧୦-୧୧ ¶୧୦-୧୫—ବିଷୟବସ୍ତୁ: ଯୁବାମାନେ, ବାପ୍ତିସ୍ମ ନେବାର ଯୋଗ୍ୟ ହୁଅ । (ଶିଖାଇବା ଅଧ୍ୟୟନ ୧୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୪

  • “ବାଇବଲର ସିଦ୍ଧାନ୍ତଗୁଡ଼ିକୁ ଧ୍ୟାନରେ ରଖି ନିଜ ପିଲାମାନଙ୍କୁ ଶିଖାନ୍ତୁ”: (୧୦ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୩୮ ପଏଣ୍ଟ ନଂ. ୫ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ