ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ମେ ପୃଷ୍ଠା ୮
  • ୨୯ ମେ-୪ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୯ ମେ-୪ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ମେ ପୃଷ୍ଠା ୮

୨୯ ମେ –୪ ଜୁନ୍‌

୨ ବଂଶାବଳୀ ୨୮-୨୯

  • ଗୀତ ୫୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆପଣଙ୍କ ବାପାମାଆଙ୍କ ଭଲ ଉଦାହରଣ ନ ଥିବା ସତ୍ତ୍ୱେ ଆପଣ ଯିହୋବାଙ୍କ ସେବା କରିପାରିବେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ବଂଶା ୨୯:୨୫—ଯେବେ ଯିହୋବା ନାଥନଙ୍କୁ ସୁଧାରିବା ପାଇଁ ପରାମର୍ଶ ଦେଲେ, ତେବେ ତାହା ମାନି ତାଙ୍କୁ କʼଣ ଲାଭ ହେଲା ? ଏଥିରୁ ଆମେ କʼଣ ଶିଖୁ ? (ପ୍ର୧୨-ହି ୨/୧୫ ପୃ ୨୪-୨୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ବଂଶା ୨୮:୧-୧୧ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୯)

  • ବାଇବଲ ଅଧ୍ୟୟନ: (୬ ମି.) ଜୀବନ ବହି ପାଠ ୧୦ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୬

  • “ଯିହୋବା ‘ପିତୃହୀନମାନଙ୍କର ପିତା’ ଅଟନ୍ତି”: (୮ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ଆବଶ୍ୟକତା: (୭ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୮୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ