ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ମେ ପୃଷ୍ଠା ୧୧
  • ୧୨-୧୮ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୨-୧୮ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ମେ ପୃଷ୍ଠା ୧୧

୧୨-୧୮ ଜୁନ୍‌

୨ ବଂଶାବଳୀ ୩୨-୩୩

  • ଗୀତ ୧୦୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସମସ୍ୟା ସମୟରେ ଭାଇଭଉଣୀମାନଙ୍କ ସାହସ ବଢ଼ାନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ବଂଶା ୩୩:୧୫, ୧୬—ମନଃଶିଙ୍କଠାରୁ ଆମେ କʼଣ ଶିଖୁ ? (ପ୍ର୨୧.୧୦-ହି ପୃ ୪-୫ ¶୧୧-୧୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ବଂଶା ୩୨:୧-୧୫ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୪ ମି.) ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ଶେଷ ପୃଷ୍ଠା ଉପରେ ଚର୍ଚ୍ଚା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ପଚାରନ୍ତୁ ଯେ କʼଣ ସେ ବାଇବଲ ଅଧ୍ୟୟନ କରିବା ପାଇଁ ଚାହିଁବେ । (ଶିଖାଇବା ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୭)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୦ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୬

  • “ଧର୍ମତ୍ୟାଗୀମାନଙ୍କଠାରୁ ନିଜକୁ ରକ୍ଷା କରନ୍ତୁ”: (୧୦ ମି.) ୧୬ ପୃଷ୍ଠା ଦେଖନ୍ତୁ । ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୮ ପଏଣ୍ଟ ନଂ. ୧-୪

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ