ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ମେ ପୃଷ୍ଠା ୧୨
  • ୧୯-୨୫ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୯-୨୫ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ମେ ପୃଷ୍ଠା ୧୨

୧୯-୨୫ ଜୁନ୍‌

୨ ବଂଶାବଳୀ ୩୪-୩୬

  • ଗୀତ ୯୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣଙ୍କୁ ଈଶ୍ୱରଙ୍କ ବାକ୍ୟରୁ ପୂରା ଲାଭ ମିଳୁଛି ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ବଂଶା ୩୫:୨୦-୨୩—ରାଜା ଯୋଶୀୟଙ୍କଠୁ ଆମେ କʼଣ ଶିଖିପାରିବା ? (ପ୍ର୧୭.୦୩-ହି ପୃ ୨୭ ¶୧୫-୧୭)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ବଂଶା ୩୫:୧-୧୪ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ କମ୍‌ ଶବ୍ଦରେ “ଏହି ପୁସ୍ତିକାରୁ ଅଧିକରୁ ଅଧିକ ଲାଭ ପାଇବା ପାଇଁ କʼଣ କରିବା ?” ଭାଗ ଉପରେ ଚର୍ଚ୍ଚା କରନ୍ତୁ । (ଶିଖାଇବା ଅଧ୍ୟୟନ ୭)

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍‌ ବିଷୟରେ କୁହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

  • ଭାଷଣ: (୫ ମି.) ପ୍ର୧୭.୦୯-ହି ପୃ ୨୫-୨୬ ¶୭-୧୦—ବିଷୟ: ପ୍ରଚାର ସେବାରେ ବାଇବଲର ଭଲଭାବେ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୬

  • “କʼଣ ଆପଣ ବାଇବଲର ଅଡିଓ ରେକଡିଙ୍ଗ୍‌ ଶୁଣନ୍ତି”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୮ ପଏଣ୍ଟ ନଂ. ୫ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୧୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ