ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ମେ ପୃଷ୍ଠା ୧୪
  • ୨୬ ଜୁନ୍‌-୨ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୬ ଜୁନ୍‌-୨ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ମେ ପୃଷ୍ଠା ୧୪

୨୬ ଜୁନ୍‌–୨ ଜୁଲାଇ

ଏଜ୍ରା ୧-୩

  • ଗୀତ ୭୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ସେବା ପାଇଁ ନିଜକୁ ସମର୍ପଣ କରିଦିଅନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଏଜ୍ରା ୧:୫, ୬—ଯେଉଁ ଇସ୍ରାଏଲୀୟମାନେ ବାବିଲରେ ହିଁ ରହିଗଲେ, ସେମାନଙ୍କଠାରୁ ଆମେ କʼଣ ଶିଖିପାରିବା ? (ପ୍ର୦୬-ହି ୧/୧୫ ପୃ ୧୮-୧୯ ¶୮)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଏଜ୍ରା ୨:୫୮-୭୦ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୯)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୦: ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ (ଶିଖାଇବା ଅଧ୍ୟୟନ ୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୮

  • “ଲୋକମାନଙ୍କ ସହିତ କଥାବାର୍ତ୍ତା ଆରମ୍ଭ କରି ଖୁସି ପାଆନ୍ତୁ”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୪୯ ପଏଣ୍ଟ ନଂ. ୧-୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ