ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜୁଲାଇ ପୃଷ୍ଠା ୬
  • ୨୪-୩୦ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୪-୩୦ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜୁଲାଇ ପୃଷ୍ଠା ୬

୨୪-୩୦ ଜୁଲାଇ

ନିହିମୀୟା ୧-୨

  • ଗୀତ ୪୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “‘ତହୁଁ ମୁଁ ପ୍ରାର୍ଥନା କଲି’”: (୧୦ ମି.)

  • ବହୁମୂଲ୍ୟ ଧନ: (୧୦ ମି.)

    • ନିହି ୨:୪—କʼଣ ଏହା ପ୍ରଥମ ଥର ଥିଲା ଯେବେ ନିହିମୀୟା ଯିରୂଶାଲମର ଖରାପ ପରିସ୍ଥିତି ବିଷୟରେ ପ୍ରାର୍ଥନା କଲେ ? ଏଥିରୁ ଆମେ କʼଣ ଶିଖୁ ? (ପ୍ର୮୬-ହି ୩/୧ ପୃ ୨୮)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ନିହି ୨:୧୧-୨୦ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍‌ ବିଷୟରେ କହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୬)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୧ରେ ‘ଭାବନ୍ତୁ ଓ ଶିଖନ୍ତୁ’ ଏବଂ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪୪

  • ଯିହୋବାଙ୍କ ମିତ୍ର ହୁଅ—କʼଣ ଯିହୋବା ଆମ ପ୍ରାର୍ଥନା ଶୁଣନ୍ତି ?: (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଏହି ଭଡିଓରୁ ଆମେ ପ୍ରାର୍ଥନା କରିବା ବିଷୟରେ କʼଣ ଶିଖୁ ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୦୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ