ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜୁଲାଇ ପୃଷ୍ଠା ୮
  • ୭-୧୩ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୭-୧୩ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜୁଲାଇ ପୃଷ୍ଠା ୮

୭-୧୩ ଅଗଷ୍ଟ

ନିହିମୀୟା ୫-୭

  • ଗୀତ ୧୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ନିହିମୀୟା ସେବା କରାଇଲେ ନାହିଁ ବରଂ ସେବା କଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ନିହି ୬:୧୩—ଯଦି ନିହିମୀୟା ମନ୍ଦିରରେ ଯାଇ ଲୁଚିଥାʼନ୍ତେ, ତାହେଲେ ଏହା କାହିଁକି ଗୋଟିଏ ପାପ ହୁଅନ୍ତା ? (ପ୍ର୦୭-ହି ୭/୧ ପୃ ୩୦ ¶୧୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ନିହି ୫:୧-୧୩ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୯)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ବ୍ୟକ୍ତି ଜଣକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ଭାଷଣ: (୫ ମି.) ପ୍ର୧୩-ହି ୫/୧୫ ପୃ ୭ ¶୧୭-୧୯—ବିଷୟ: ସଫଳ ପ୍ରଚାରକମାନେ ପରସ୍ପରକୁ ସାହାଯ୍ୟ କରନ୍ତି । (ଶିଖାଇବା ଅଧ୍ୟୟନ ୨୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୦

  • “ସେମାନେ ଆମ ପାଇଁ କଠିନ ପରିଶ୍ରମ କରନ୍ତି”: (୧୫ ମି.) ଆଲୋଚନା ଓ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୩

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ