ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ସେପ୍ଟେମ୍ବର ପୃଷ୍ଠା ୯
  • ୯-୧୫ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୯-୧୫ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ସେପ୍ଟେମ୍ବର ପୃଷ୍ଠା ୯

୯-୧୫ ଅକ୍ଟୋବର

ଆୟୁବ ୪-୫

  • ଗୀତ ୧୨୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଭୁଲ ସୂଚନାରୁ ସାବଧାନ ରହନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୪:୪—ଆୟୁବ କେଉଁ ମାମଲାରେ ଆମ ପାଇଁ ଗୋଟିଏ ଭଲ ଉଦାହରଣ ରଖିଲେ ? (ପ୍ର୦୩-ହି ୫/୧୫ ପୃ ୨୨ ¶୫-୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୫:୧-୨୭ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ କୁହନ୍ତୁ ଯେ ସେ jw.org ୱେବସାଇଟ୍‌ରେ ତଥ୍ୟ କିପରି ଖୋଜିପାରିବ ? (ଶିଖାଇବା ଅଧ୍ୟୟନ ୧୫)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୬ ପଏଣ୍ଟ ନଂ. ୫ (ଶିଖାଇବା ଅଧ୍ୟୟନ ୧୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭୮

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୬୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ