ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ସେପ୍ଟେମ୍ବର ପୃଷ୍ଠା ୧୦
  • ୧୬-୨୨ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୬-୨୨ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ସେପ୍ଟେମ୍ବର ପୃଷ୍ଠା ୧୦

୧୬-୨୨ ଅକ୍ଟୋବର

ଆୟୁବ ୬-୭

  • ଗୀତ ୩୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯେବେ ଆପଣଙ୍କୁ ଦୁଃଖ ସହିବା କଷ୍ଟକର ହୋଇଯାଏ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୬:୨୯—ଆମେ ଭାଇଭଉଣୀମାନଙ୍କ ଉପରେ ଦୋଷ ଲଗାଇବାରୁ କିପରି ଦୂରେଇ ରହିପାରିବା ? (ପ୍ର୨୦.୦୪-ହି ପୃ ୧୬-୧୭ ¶୧୦)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୬:୧-୨୧ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ  ୭)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ  ୧୧)

  • ଭାଷଣ: (୫ ମି.) ପ୍ର୨୨.୦୧-ହି ପୃ ୧୨-୧୩ ¶୧୫-୧୮—ବିଷୟ: ଯାକୁବଙ୍କ ଭଳି ଭଲ ଶିକ୍ଷକ ହୁଅନ୍ତୁ—ଭଲ ଉଦାହରଣ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୪୪

  • “‘ଯିହୋବା ଚୂର୍ଣ୍ଣମନାମାନଙ୍କର ରକ୍ଷା କରନ୍ତି’”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ଭାଗ ୪ରେ ଆପଣ କʼଣ ଶିଖିଲେ ?

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୪୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ