ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ସେପ୍ଟେମ୍ବର ପୃଷ୍ଠା ୧୨
  • ୨୩-୨୯ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୩-୨୯ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ସେପ୍ଟେମ୍ବର ପୃଷ୍ଠା ୧୨

୨୩-୨୯ ଅକ୍ଟୋବର

ଆୟୁବ ୮-୧୦

  • ଗୀତ ୧୦୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ଅଟଳ ପ୍ରେମ ଯୋଗୁଁ ଆମେ ଶୟତାନର କଥାରେ ଆସି ନ ଥାଉ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୯:୩୨—ଯେବେ ବାଇବଲରେ ଆମେ ଏପରି କିଛି ପଢ଼ୁ ଯାହା ଆମକୁ ବୁଝା ପଡ଼େନି, ତେବେ ଆମେ କʼଣ କରିବା ଉଚିତ୍‌ ? (ପ୍ର୧୦-ହି ୧୦/୧୫ ପୃ ୬-୭ ¶୧୯-୨୦)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୯:୨୦-୩୫ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୭)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ କମ୍‌ ଶବ୍ଦରେ “ଏହି ପୁସ୍ତିକାରୁ ଅଧିକରୁ ଅଧିକ ଲାଭ ପାଇବା ପାଇଁ କʼଣ କରିବା ?” ଭାଗ ଉପରେ ଚର୍ଚ୍ଚା କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୬ ଏବଂ ପଏଣ୍ଟ ନଂ. ୬ ଏବଂ କିଛି ଲୋକ କହନ୍ତି (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୯

  • “ଯେଉଁମାନେ ଈଶ୍ୱରଙ୍କୁ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କୁ ଯିହୋବାଙ୍କ ବିଷୟରେ ଜାଣିବା ପାଇଁ ସାହାଯ୍ୟ କରନ୍ତୁ”: (୧୦ ମି.) ଆଲୋଚନା ଓ ଭିଡିଓ ।

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୫ ¶୧-୧୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୬୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ