ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୪
  • ୧୩-୧୯ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୩-୧୯ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୪

୧୩-୧୯ ନଭେମ୍ବର

ଆୟୁବ ୧୫-୧୭

  • ଗୀତ ୯୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଇଲୀଫସ୍‌ ଭଳି ଅନ୍ୟମାନଙ୍କ ସାହସ ଭାଙ୍ଗନ୍ତୁନି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୧୬:୨୨—ଆୟୁବ ଯାହା କହିଲେ, କʼଣ ସେଥିରୁ ଏହା ଜଣାପଡ଼େ ଯେ ତାଙ୍କୁ ଏକଥା ଉପରେ ବିଶ୍ୱାସ ନ ଥିଲା ଯେ ମୃତ ଲୋକମାନଙ୍କୁ ପୁଣିଥରେ ଜୀବିତ କରାଯିବ ? (ପ୍ର୦୬-ହି ୩/୧୫ ପୃ ୧୪ ¶୧୦)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୧୭:୧-୧୬ (ଶିଖାଇବା ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ବାଇବଲ—ଆୟୁ ୨୬:୭ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାଙ୍କୁ କୁହନ୍ତୁ ଯେ ଆମେ ଲୋକମାନଙ୍କ ସହ ବାଇବଲ ଅଧ୍ୟୟନ କରୁ । ତାʼପରେ ତାଙ୍କୁ ବାଇବଲରୁ ଶିଖନ୍ତୁ ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ଭାଗ ୧ରେ ଆପଣ କʼଣ ଶିଖିଲେ ? ପ୍ରଶ୍ନ ୬-୧୦ (ଶିଖାଇବା ଅଧ୍ୟୟନ ୮)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୬

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୬ ¶୧୦-୧୮

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୧୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ