ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୫
  • ୨୦-୨୬ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୦-୨୬ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୫

୨୦-୨୬ ନଭେମ୍ବର

ଆୟୁବ ୧୮-୧୯

  • ଗୀତ ୪୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ନିଜ ଖ୍ରୀଷ୍ଟିୟାନ ଭାଇଭଉଣୀମାନଙ୍କୁ କେବେ ବି ଛାଡ଼ନ୍ତୁ ନାହିଁ ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୧୯:୧, ୨—ନିଜ ଖରାପ ସାଙ୍ଗମାନଙ୍କ କଥା ଶୁଣି ଆୟୁବ ଯାହା କହିଲେ, ସେଥିରୁ ଆମେ କʼଣ ଶିଖୁ ? (ପ୍ର୯୪-ଇଂ ୧୦/୧ ପୃ ୩୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୧୮:୧-୨୧ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ଭାଷଣ: (୫ ମି.) ପ୍ର୨୦.୧୦-ହି ପୃ ୧୭ ¶୧୦-୧୧—ବିଷୟ: ବିଦ୍ୟାର୍ଥୀମାନଙ୍କୁ ମଣ୍ଡଳୀର ଭାଇଭଉଣୀମାନଙ୍କ ସହ ସାଙ୍ଗ ହେବା ପାଇଁ ପ୍ରୋତ୍ସାହନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୨୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୦

  • ଯିହୋବାଙ୍କ ମିତ୍ର ହୁଅ—ଅନ୍ୟମାନଙ୍କୁ ସାହାଯ୍ୟ କର: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ପିଲାମାନେ ଅନ୍ୟମାନଙ୍କୁ କିପରି ସାହାଯ୍ୟ କରିପାରିବେ ?

    ଆପଣ ଅନ୍ୟମାନଙ୍କୁ କିପରି ସାହାଯ୍ୟ କରିବା ପାଇଁ ଚାହାନ୍ତି ?

  • “ବୈଥେଲର ଭାଇଭଉଣୀମାନଙ୍କୁ ସାନ୍ତ୍ୱନା ଦେବା ପାଇଁ ଗୋଟିଏ ବଢ଼ିଆ ବ୍ୟବସ୍ଥା”: (୧୦ ମି.) ୧୬ ପୃଷ୍ଠା ଦେଖନ୍ତୁ । ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୭ ¶୧-୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୬୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ