ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୧୬
  • ବୈଥେଲର ଭାଇଭଉଣୀମାନଙ୍କୁ ସାନ୍ତ୍ୱନା ଦେବା ପାଇଁ ଗୋଟିଏ ବଢ଼ିଆ ବ୍ୟବସ୍ଥା

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ବୈଥେଲର ଭାଇଭଉଣୀମାନଙ୍କୁ ସାନ୍ତ୍ୱନା ଦେବା ପାଇଁ ଗୋଟିଏ ବଢ଼ିଆ ବ୍ୟବସ୍ଥା
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
  • ପ୍ରାୟ ସମାନ ଲେଖା
  • “ସମସ୍ତ ସାନ୍ତ୍ୱନାଦାତା” ଈଶ୍ୱରଙ୍କଠାରୁ ଶିଖନ୍ତୁ
    ପ୍ରହରୀଦୁର୍ଗ ଯିହୋବାଙ୍କ ରାଜ୍ୟର ଘୋଷଣା କରେ (ଅଧ୍ୟୟନ)—୨୦୨୬
  • କʼଣ ମୋ ନିଷ୍ପତ୍ତିଗୁଡ଼ିକରୁ ଜଣାପଡ଼େ ଯେ ମୁଁ ଯିହୋବାଙ୍କ ଉପରେ ନିର୍ଭର ରହେ ?
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
  • ଏହି ପ୍ରଶ୍ନଗୁଡ଼ିକର ଉତ୍ତର ଜାଣନ୍ତୁ
    ୨୦୨୫-୨୦୨୬ ସର୍କିଟ ସମ୍ମିଳନୀ ପାଇଁ କାର୍ଯ୍ୟକ୍ରମ ସର୍କିଟ ଅଧ୍ୟକ୍ଷଙ୍କ ସହିତ
  • ଏହି ପ୍ରଶ୍ନଗୁଡ଼ିକର ଉତ୍ତର ଜାଣନ୍ତୁ
    ୨୦୨୫-୨୦୨୬ ସର୍କିଟ ସମ୍ମିଳନୀ ପାଇଁ କାର୍ଯ୍ୟକ୍ରମ ଶାଖା ପ୍ରତିନିଧିଙ୍କ ସହିତ
ଆହୁରି ଦେଖନ୍ତୁ
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୧୬

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

ବୈଥେଲର ଭାଇଭଉଣୀମାନଙ୍କୁ ସାନ୍ତ୍ୱନା ଦେବା ପାଇଁ ଗୋଟିଏ ବଢ଼ିଆ ବ୍ୟବସ୍ଥା

ସମସ୍ତଙ୍କୁ କେବେ ନା କେବେ ସମସ୍ୟାଗୁଡ଼ିକର ସାମନା କରିବାକୁ ପଡ଼ିଥାଏ । ଏପରି ସମୟରେ ସେମାନଙ୍କୁ ସାହାଯ୍ୟ ଓ ସାନ୍ତ୍ୱନାର ଦରକାର ହୋଇଥାଏ । ଏପରି ଭାଇଭଉଣୀମାନେ ମଧ୍ୟ ସମସ୍ୟା ସମୟରେ ନିରାଶ ହୋଇଯାନ୍ତି, ଯେଉଁମାନଙ୍କ ଯିହୋବାଙ୍କ ସହ ଦୃଢ଼ ସମ୍ପର୍କ ଅଛି କିମ୍ବା ଯେଉଁମାନେ ଯିହୋବାଙ୍କ ସଂଗଠନରେ ବଡ଼ ବଡ଼ ଦାୟିତ୍ୱ ତୁଲାଉଛନ୍ତି । (ଆୟୁ ୩:୧-୩; ଗୀତ ୩୪:୧୯) ତେଣୁ ବୈଥେଲ ପରିବାରର ସଦସ୍ୟମାନଙ୍କ ସାହସ ବଢ଼ାଇବା ପାଇଁ ଲଗାତାର ପ୍ରତିପାଳକ ଭେଟ କରାଯାଏ । ଏହି ବ୍ୟବସ୍ଥାରୁ ଆମେ କʼଣ ଶିଖିପାରିବା ?

“ଈଶ୍ୱରଙ୍କ ଉପରେ ଭରସା ରଖନ୍ତୁ” ନାମକ ଭିଡିଓ ଦେଖନ୍ତୁ । ତାʼପରେ ଏପ୍ରଶ୍ନଗୁଡ଼ିକର ଉତ୍ତର ଦିଅନ୍ତୁ:

  • ବୈଥେଲ ପରିବାରର ଭାଇଭଉଣୀମାନଙ୍କୁ କେଉଁ ସମସ୍ୟାଗୁଡ଼ିକର ସାମନା କରିବାକୁ ପଡ଼େ ?

  • ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ ପ୍ରତିପାଳକ ଭେଟ କରୁଥିବା ଭାଇମାନେ କେଉଁ ଚାରୋଟି କଥା ଉପରେ ଧ୍ୟାନ ଦିଅନ୍ତି ?

  • ପ୍ରତିପାଳକ ଭେଟ କରୁଥିବା ଭାଇମାନଙ୍କୁ ଏଥିରୁ କʼଣ ଲାଭ ହେଲା ?

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ