ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୬
  • ୨୭ ନଭେମ୍ବର–୩ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୭ ନଭେମ୍ବର–୩ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୬

୨୭ ନଭେମ୍ବର-୩ ଡିସେମ୍ବର

ଆୟୁବ ୨୦-୨୧

  • ଗୀତ ୩୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଧାର୍ମିକତା ଧନ-ସମ୍ପତ୍ତି ଉପରେ ନିର୍ଭର କରେନି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୨୦:୨—ପ୍ରାଚୀନମାନେ ଏପରି ଲୋକମାନଙ୍କୁ କିପରି ସାହାଯ୍ୟ କରିପାରିବେ, ଯେଉଁମାନଙ୍କୁ ସେମାନଙ୍କ ‘ଚିନ୍ତା ଚଞ୍ଚଳ’ କରିଦିଏ ? (ପ୍ର୯୫-ହି ୧/୧ ପୃ ୯ ¶୧୯)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୨୦:୧-୨୨ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ଦେଖାନ୍ତୁ ଯେ ଆମେ ବାଇବଲ ଅଧ୍ୟୟନ କିପରି କରୁ । (ଶିଖାଇବା ଅଧ୍ୟୟନ ୬)

  • ଭାଷଣ: (୫ ମି.) ସଜା-ହି ୧୦/୯ ପୃ ୨୪-୨୫—ବିଷୟ: କʼଣ ଈଶ୍ୱର ଚାହାନ୍ତି ଯେ ଆପଣ ଧନୀ ହୁଅନ୍ତୁ ? (ଶିଖାଇବା ଅଧ୍ୟୟନ ୧୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୬

  • “ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୭ ¶୧୦-୨୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୦୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ