ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • w22 ଅଗଷ୍ଟ ପୃଷ୍ଠା ୧-୩୨
  • ଅଧ୍ୟୟନ ସଂସ୍କରଣ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ଅଧ୍ୟୟନ ସଂସ୍କରଣ
  • ପ୍ରହରୀଦୁର୍ଗ ଯିହୋବାଙ୍କ ରାଜ୍ୟର ଘୋଷଣା କରେ (ଅଧ୍ୟୟନ)—୨୦୨୨
ପ୍ରହରୀଦୁର୍ଗ ଯିହୋବାଙ୍କ ରାଜ୍ୟର ଘୋଷଣା କରେ (ଅଧ୍ୟୟନ)—୨୦୨୨
w22 ଅଗଷ୍ଟ ପୃଷ୍ଠା ୧-୩୨
ପ୍ରହରୀଦୁର୍ଗ ଅଧ୍ୟୟନ ସଂସ୍କରଣ, ଅଗଷ୍ଟ ୨୦୨୨

ଅଧ୍ୟୟନ ସଂସ୍କରଣ

ଅଗଷ୍ଟ ୨୦୨୨

୩ ଅକ୍ଟୋବର–୬ ନଭେମ୍ବର, ୨୦୨୨ ପାଇଁ ଅଧ୍ୟୟନ ଲେଖା

© 2022 Watch Tower Bible and Tract Society of Pennsylvania

ଏହି ପ୍ରକାଶନ ବିକ୍ରି ପାଇଁ ନୁହେଁ । ଏହା ବିଶ୍ୱବ୍ୟାପୀ ବାଇବଲ ଆଧାରିତ ଶିକ୍ଷାଦାନ କାମର ଏକ ଅଂଶ ଅଟେ । ଏହି କାମର ଖର୍ଚ୍ଚ ସ୍ୱେଚ୍ଛାଦାନରେ ଚାଲେ । ଦାନ ଦେବା ପାଇଁ ଦୟା କରି donate.jw.org ଯାଆନ୍ତୁ ।

ଏଥିରେ ଦିଆଯାଇଥିବା ବାଇବଲ ପଦଗୁଡ଼ିକ ବାଇବଲ ସୋସାଇଟି ଅଫ୍‌ ଇଣ୍ଡିଆର ପବିତ୍ର ବାଇବଲରୁ ନିଆଯାଇଛି । ଯେଉଁଠାରେ NWT ଲେଖାଅଛି, ସେଠାରେ ଆଧୁନିକ ଭାଷାର ପବିତ୍ର ଶାସ୍ତ୍ରର ନୂତନ ଜଗତ ଅନୁବାଦରୁ ନିଆଯାଇଛି । ଏହା ବ୍ୟତୀତ ଯେଉଁଠାରେ ଅନ୍ୟ କୌଣସି ବାଇବଲରୁ ପଦଗୁଡ଼ିକ ନିଆଯାଇଛି, ସେଠାରେ ତାʼ ନାମ ଦିଆଯାଇଛି ।

ବାହାରେ ଥିବା ଚିତ୍ର ବିଷୟରେ:

ଯିହୋବା ଆୟୁବଙ୍କୁ ଭରସା କରାଇବାକୁ ଚାହୁଁଥିଲେ ଯେ ସେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଚିନ୍ତା କରନ୍ତି । ତେଣୁ ସେ ଅଲଗା ଅଲଗା ପଶୁଗୁଡ଼ିକ ବିଷୟରେ କହି ଆୟୁବଙ୍କୁ ଅନୁଭବ କରାଇଲେ ଯେ ସେ ନିଜ ସୃଷ୍ଟିର କେତେ ଚିନ୍ତା କରନ୍ତି (ଅଧ୍ୟୟନ ଲେଖା ୩୩ର ପାରାଗ୍ରାଫ ୧୦)

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ